logo

୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଲା ବିଜେପି

୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଲା ବିଜେପି
By Abhay Kumar
Published: Tuesday, April 23, 2024, 18:45 [IST]
ଭୁବନେଶ୍ୱର: ବିଜେପି ମଙ୍ଗଳବାର ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ଯେଉଁମାନେ ସ୍ଥାନ ପାଇଛନ୍ତି, ସେମାନେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ । ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅଛନ୍ତି । ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ବିଜେପି ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି । ତାଲିକାର ପ୍ରଥମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାଁ ଥିବା ବେଳେ ଦ୍ୱିତୀୟ ବିଜେପି ରାଷ୍ଟ୍ରୀୟ ଅଧ୍‌ଯକ୍ଷ ଜେପି ନତାଙ୍କ ନାଁ ରହିଛି ।

6
986 views