ଚଳିତ ବର୍ଷ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଲା ପ୍ରଥମ ରଥକାଠ । ପ୍ରଥମ ପର୍ଯ୍ୟାୟରେ ତିନୋଟି ଟ୍ରକରେ ୮୩ ଖଣ୍ଡ କାଠ ପଠାଗଲା
ଚଳିତ ବର୍ଷ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଲା ପ୍ରଥମ ରଥକାଠ । ପ୍ରଥମ ପର୍ଯ୍ୟାୟରେ ତିନୋଟି ଟ୍ରକରେ ୮୩ ଖଣ୍ଡ କାଠ ପଠାଗଲା । ଗଣେଶ ପାଣିଗ୍ରାହୀ ରିପୋର୍ଟ