logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

କୋରାପୁଟ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ଜିଲ୍ଲା ପ୍ରଶାସନ ସ୍କୁଲ୍ ବାତିଲ୍

କୋରାପୁଟ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଦ୍ୟ ତାରିଖ ୨୨ ଏପ୍ରିଲ, ୨୦୨୬ ପତ୍ର ସଂଖ୍ୟା ୨୫୬୪ ୨୦୨୬- ଜିଲ୍ଲାରେ ଉପୁଜିଥିବା ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି, କୋରାପୁଟ ଜିଲ୍ଲା ଅଧୀନରେ ଶିଶୁ ଭାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ୨୩ ଏପ୍ରିଲ ୨୦୨୬ ରୁ ୨୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ସମସ୍ତ ସ୍କୁଲ ଯାଉଥିବା ପିଲାଙ୍କ ସୁରକ୍ଷା ଏବଂ ମଙ୍ଗଳ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ତଥାପି ଶିକ୍ଷକ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ସକାଳ ୬:୩୦ ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲରେ ଉପସ୍ଥିତ ରହିବେ।

0
12 views

Comment