logo

ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ସୁଜାତା ଆର୍‌ କାର୍ତ୍ତିକେୟନ

ମୁଖ୍ୟ ଖବର
୧୪ରେ ବାରଣାସୀରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱରରେ ଏସ ଜୟଶଙ୍କର
ଜୟପୁରରେ ମୁଖ୍ୟମନ୍ତ୍ରୀ
ନିର୍ବାଚନ ଜିତିଲେ ମିଶନ ଶକ୍ତିକୁ ବନ୍ଦ କରିଦେବେ ଧର୍ମେନ୍ଦ୍ର ପ୍ରଧାନ: ପ୍ରଣବ ପ୍ରକାଶ
ରାଜଧାନୀରେ ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର
ଓଡ଼ିଆ ଭାଷା ଓ ସଂସ୍କୃତିର ବିକାଶ କରିଚାଲିଛନ୍ତି ନବୀନ ସରକାର:ସଞ୍ଜୟ ଦାସବର୍ମା
ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ସୁଜାତା ଆର୍‌ କାର୍ତ୍ତିକେୟନ
ଆଜି ଓଡ଼ିଶା ଆସିବେ ଏସ.ଜୟଶଙ୍କର
ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ସୌମ୍ୟ
ଆଜି ନିର୍ବାଚନ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଫଣ୍ଡିଂ ନାହିଁ: ଟିକେଟ ଫେରାଇ ଦେଲେ ପୁରୀ ଲୋକସଭା ପ୍ରାର୍ଥୀ
ଅର୍ଥ ବିଭାଗର ପ୍ରମୁଖ ସଚିବ ହେଲେ ସୁଜାତା ଆର୍‌ କାର୍ତ୍ତିକେୟନ
Heading News
ଭୁବନେଶ୍ୱର: ମିଶନ ଶକ୍ତି ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଥିବା ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁଜାତା ଆର କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶ୍ରୀମତୀ କାର୍ତ୍ତିକେୟନ ମିଶନଶକ୍ତି ବିଭାଗ ସହିତ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗର ଦାୟିତ୍ୱ ତୁଲାଉଥିଲେ। ତାଙ୍କ ସ୍ଥାନରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଥିବା ୨୦୦୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶାଳିନୀ ପଣ୍ଡିତଙ୍କୁ ରାଜ୍ୟ ସରକାର ମିଶନ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି।
ଏଥି ସହିତ ଶ୍ରୀମତୀ ପଣ୍ଡିତ ମଧ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଭାବେ ଦାୟିତ୍ୱ ତୁଲାଇବେ ବୋଲି ଶୁକ୍ରବାର ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

0
57 views