logo

ରାଜଧାନୀରେ ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର

ରାଜଧାନୀରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ। ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଭରତପୁର ଥାନା ଅଧୀନ ଏକ ବସ୍ତିରେ ଘଟିଛି ଏଭଳି ଘଟଣା। ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ। ସେ ଅନ୍ୟ ଜଣେ ଯୁବତୀଙ୍କ ସହ ଭଡାରେ ରହୁଥିଲେ।

0
109 views