logo

ଏନ୍ ଏସ ଏସ ତରଫରୁ ବୃକ୍ଷ ରୋପଣ ଅଭିଯାନ।

ବସ୍ତା:- ୨୮/୧୨/୨୦୨୪
ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ସ୍ଥିତ ସିଦ୍ଧେଶ୍ୱର ମହାବିଦ୍ୟାଳୟ, ଅମର୍ଦ୍ଦା ରୋଡ ରେ ଏନ୍ ଏସ ଏସ ତରଫରୁ ବୃକ୍ଷ ରୋପଣ ଅଭିଯାନ ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷା ରିତା ନାୟକ ନଡ଼ିଆ ଭାଙ୍ଗି ଶୁଭାରମ୍ଭ କରିଥିଲେ ଓ ସର୍ବ ପ୍ରଥମେ ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମ ଫକିର ମୋହନ ବିଶ୍ୱବିଦ୍ୟାଳୟ କ୍ରମ ଅନୁଯାୟୀ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ୧୦୦ ରୁ ଉର୍ଦ୍ଧ ବୃକ୍ଷ ରୋପଣ କରାଯାଇଛି। ଏଥିରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ। ଏନ୍ ଏସ ଏସ ର ପ୍ରୋଗ୍ରାମ ଅଫିସର ରାମ ଚନ୍ଦ୍ର ହେମ୍ବ୍ରମ ଓ ସନ୍ତୋସିନି ଆଚାର୍ଯ୍ୟ ଏହି କାର୍ଯ୍ୟକ୍ରମକୁ ଆଗକୁ ବଡ଼ାଇ ନେଇଥିଲେ।
ବାଲେଶ୍ବର ଜିଲ୍ଲା ବସ୍ତାରୁ ସେଖ ଆଜାରୁଦ୍ଦିନ ଙ୍କ ରିପୋର୍ଟ

3
4294 views