ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଲି। ରାଜ୍ୟର ପ୍ରଗତି ତଥା ତୃଣମୂଳ ସ୍ତରରୁ ଜନତାଙ୍କ ଉନ୍ନତି ପାଇଁ ତାଙ୍କର ପ୍ରୟାସ ନିମନ୍ତେ ସେ ଚିର ସ୍ମରଣୀୟ ହୋଇ ରହିବେ।