logo

ବେଦ ପାଠଶାଳାରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ଖୋର୍ଦ୍ଧା:୧୨.୧.୨୬(ଏ.ଆଇ.ଏମ.ଏ) ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳାରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି। ଡଃ କୃପାସିନ୍ଧୁ ପଣ୍ଡା, ପଣ୍ଡିତ ତପନ କୁମାର ମହାପାତ୍ର, ପଣ୍ଡିତ ନଳିନୀ କାନ୍ତ ନନ୍ଦ, ପଣ୍ଡିତ ସୀତାକାନ୍ତ ଦାଶ, ପଣ୍ଡିତ ବସନ୍ତ କୁମାର ପଣ୍ଡା ଓ ବେଦ ବିଦ୍ୟାର୍ଥୀ ମାନଙ୍କ ଦ୍ଵାରା ସ୍ବାମୀ ବିବେକାନନ୍ଦଙ୍କ ଜୀବନୀ ବିଷୟରେ ଏକ ଆଲୋଚନା ଚକ୍ର କରାଯାଇଥିଲା।

15
732 views