logo

ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଅନ୍ତର୍ଗତ ବରଡାବିଲି ପଞ୍ଚାୟତ ବରଡାବିଲି ଠାରେ ପାନୀୟ ଜଳର ଉତ୍କଟ ସମସ୍ୟା ଦେଖିବାକୁ ମିଳିଛି। ପାନୀୟ ଜଳ ସୁବିଧା ଗାଁ ରେ ନ ଥିବା ରୁ ଗ୍ରାମବାସୀ

ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଅନ୍ତର୍ଗତ ବରଡାବିଲି ପଞ୍ଚାୟତ ବରଡାବିଲି ଠାରେ ପାନୀୟ ଜଳର ଉତ୍କଟ ସମସ୍ୟା ଦେଖିବାକୁ ମିଳିଛି। ପାନୀୟ ଜଳ ସୁବିଧା ଗାଁ ରେ ନ ଥିବା ରୁ ଗ୍ରାମବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା କୁହାଯାଇଛି। ଗଣେଶ ପାଣିଗ୍ରାହୀ ରିପୋର୍ଟ ମୋବାଇଲ 7894715457

11
1625 views