logo

ରାଜ୍ୟ ନିର୍ବାଚନ ଆୟୋଗ ତରଫରୁ ମତଦାତା ସଚେତନତା ସମ୍ପର୍କରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ସ୍ଲୋଗାନ ଓ ରିଲସ ବିଭାଗରେ ବୀରମହାରାଜପୁର ମହାବିଦ୍ୟାଳୟ ଓଡ଼ିଆ ସମ୍ମାନର ତୃତୀୟ ବର

ରାଜ୍ୟ ନିର୍ବାଚନ ଆୟୋଗ ତରଫରୁ ମତଦାତା ସଚେତନତା ସମ୍ପର୍କରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ସ୍ଲୋଗାନ ଓ ରିଲସ ବିଭାଗରେ ବୀରମହାରାଜପୁର ମହାବିଦ୍ୟାଳୟ ଓଡ଼ିଆ ସମ୍ମାନର ତୃତୀୟ ବର୍ଷର ଛାତ୍ରୀ ଚନ୍ଦ୍ରିକା କର୍ଣ୍ଣ ରାଜ୍ୟ ସ୍ତରରେ ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି I ଆସନ୍ତା ଜାନୁଆରୀ ୨୫ ତାରିଖ ଦିନ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଅନୁଷ୍ଠିତ ହେବାକୁଥିବା ଜାତୀୟ ମତଦାତା ଦିବସରେ ସେ ପୁରସ୍କୃତ ହେବେ ଗଣେଶ ପାଣିଗ୍ରାହୀ ରିପୋର୍ଟ

0
895 views