logo

ଆଜି ଗୋପାଳପୁର ବେଳାଭୂମି ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ମହୋଦୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍

ଆଜି ଗୋପାଳପୁର ବେଳାଭୂମି ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ମହୋଦୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣଚନ୍ଦ୍ର ନାୟକ, ବ୍ରହ୍ମପୁର ମହାନଗର ନିଗମର ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ,ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅଞ୍ଜଳୀ ସ୍ବାଇଁ ଏବଂ ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ଯକ୍ଷ ଶ୍ରୀ ଏ. ଜାନକୀ ରାମଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନଙ୍କ ସହ ଯୋଗ ଦେଲି।
ମହୋତ୍ସବର ଏହି ସାଂସ୍କୃତିକ ସନ୍ଧ୍ୟାଟି ପାରମ୍ପରିକ କଳା ଓ ନୃତ୍ୟ ପ୍ରଦର୍ଶନ ଦ୍ୱାରା ବେଶ୍ ଆକର୍ଷଣୀୟ ହୋଇଥିଲା। ଆମ ସଂସ୍କୃତିର ପ୍ରଚାର ଓ ପ୍ରସାର ପାଇଁ ଏହା ଏକ ପ୍ରଶଂସନୀୟ ପ୍ରୟାସ।
Suresh Pujari
Krushna Chandra Patra
Krushna Chandra Nayak

1
451 views