logo

ଆଜି ଭାରତ ବନ୍ଦ ଡାକରା

ଆଜି ସର୍ବଭାରତୀୟ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦେଶବ୍ୟାପୀ ଧର୍ମଘଟ ଆରମ୍ଭ ହୋଇଯାଇଛି। ୧୦ଟି ଶ୍ରମିକ ଓ ସ୍ବାଧୀନ ଫେଡେରେସନ୍‌ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି ଏହି ଭାରତ ବନ୍ଦ ଡାକରା ଦିଆଯାଇଛି। ରେଳ ରୋକ, ପିକେଟିଂ ଓ ବିକ୍ଷୋଭ କରିବା ଯୋଜନା ହୋଇଛି। କଂଗ୍ରେସ ଓ ବିଜେଡି (ବିଜୁ ଶ୍ରମିକ ସାମ୍ମୁଖ୍ୟ)ଏହି ଆନ୍ଦୋଳନକୁ ସମର୍ଥନ ଦେଇଛନ୍ତି। ପେଟ୍ରୋଲ୍ ପମ୍ପ, ଶିକ୍ଷାନୁଷ୍ଠାନ ଓ ବ୍ୟାଙ୍କ ସେବା ବାଧାପ୍ରାପ୍ତ ଆଶଙ୍କା କରାଯାଉଛି। ବନ୍ଦକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ମିଳିତ ମଞ୍ଚ ତରଫରୁ ନିବେଦନ କରାଯାଇଛି।*

3
364 views