logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

କୋରାପୁଟ ଜିଲ୍ଲା କୋର୍ଟରେ ଆତ୍ମସମର୍ପଣ କଲେ ରାଜେଶ ବଳିଆର ସିଂ

କୋରାପୁଟ ଜିଲ୍ଲା କୋର୍ଟରେ ଆତ୍ମସମର୍ପଣ କଲେ ଅସ୍ତରଙ୍ଗ ଥାନାର ନିଲମ୍ବିତ ଥାନା ଅଧିକାରୀ ରାଜେଶ ବଳିଆର ସିଂ । ଚୋରା ଗଞ୍ଜେଇ କାରବାରରେ ସାମିଲ ଥିବା ଅଭିଯୁକ୍ତଙ୍କ ସହ ଲିଙ୍କ୍ ଘଟଣାରେ ଜେରା ବେଳେ ପୁଲିସକୁ ଚକମା ଦେଇ ଖସି ଯାଇଥିଲେ। ଗତବର୍ଷ ଅଗଷ୍ଟ ୧୬ ତାରିଖରୁ ଫୋରାର ଥିଲେ। ସାତ ମାସ ପରେ ଆତ୍ମସମର୍ପଣ କରିଛନ୍ତି।

2
286 views

Comment