ଏପ୍ରିଲ ୨୪ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଘୋଷଣା।
ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କାଲି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଘୋଷଣା କରିଛନ୍ତିି ରାଜ୍ୟ ସରକାର।