logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ମାଲକାନଗିରି ଜିଲ୍ଲାର ଜନଜାତି ଭାଇଭଉଣୀମାନଙ୍କ ଆର୍ଥିକ ଓ ସାମାଜିକ ଉନ୍ନତି ପାଇଁ ଆଇଟିଡିଏ ଦ୍ୱାରା ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ଜିଲ୍ଲାପାଳ ସମୀକ୍ଷ

ମାଲକାନଗିରି ଜିଲ୍ଲାର ଜନଜାତି ଭାଇଭଉଣୀମାନଙ୍କ ଆର୍ଥିକ ଓ ସାମାଜିକ ଉନ୍ନତି ପାଇଁ ITDA ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ଜିଲ୍ଲାପାଳ ସମୀକ୍ଷା କରିଛନ୍ତି। ଚାଷୀଙ୍କ ଆର୍ଥିକ ଉନ୍ନତି ପାଇଁ ମିଲେଟ୍ ଚାଷ, ସମନ୍ୱିତ କୃଷି ପ୍ରଣାଳୀ ଓ FPO ମାଧ୍ୟମରେ ବଜାର ସଂଯୋଗୀକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ବଣ୍ଡା ଓ ଦିଦାୟୀ ଜନଜାତିଙ୍କ ପାଇଁ ସ୍ୱାସ୍ଥ୍ୟ ଓ ସାମାଜିକ ନିରାପତ୍ତା ଉପରେ ଗୁରୁତ୍ୱ ଦେଇ ସ୍ୱତନ୍ତ୍ର ମିଶନ ଆରମ୍ଭ କରାଯାଇଛି। ITDA ଆବାସିକ ବିଦ୍ୟାଳୟରେ ଉନ୍ନତ ଭିତ୍ତିଭୂମି ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଛି। ଜିଲ୍ଲାର ପ୍ରତିଟି ଜନଜାତି ପରିବାର ପାଖରେ ବିକାଶର ସୁଫଳ ପହଞ୍ଚାଇବା ପାଇଁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

2
123 views

Comment