logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ, ପରେ ୪ରୁ ୬ ଡ଼ିଗ୍ରୀ ବୃଦ୍ଧି ପାଇପାରେ.....*




ଭୁବନେଶ୍ୱର, ୯ ଅପ୍ରେଲ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାର ପରବର୍ତୀ ସମୟରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ଧିରେ ଧିରେ ୪ରୁ ୬ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

10
277 views

Comment