logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ଏପ୍ରିଲ୨୭ ତାରିଖରୁ ବିଦ୍ୟାଳୟ ବନ୍ଦ

ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଆଜି ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।

1
0 views

Comment