logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

Parala Maharaja Krushnachandra Gajapati remembered

ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ପୁଷ୍ପମାଲ୍ୟାର୍ପଣ

କୋରାପୁଟ ତା ୨୬. ୦୪. ୨୬ରିଖ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ଉପଲକ୍ଷେ ସ୍ଥାନୀୟ ଫାୟାର ଷ୍ଟେସନ ଛକ ଠାରେ ଅବସ୍ଥିତ ମହାରାଜାଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା I କୋରାପୁଟ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁଶ୍ରୀ ରାଧା ରାଣୀ ସରକାର ଓ ସହରର ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ I

0
0 views

Comment