logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ମଧୁ ବାବୁ ଜୟନ୍ତୀ ଓ ଲୟର୍ଶ ଡେ ରେ ରକ୍ତ ଦାନ ଶିବିର

ବରଗଡ଼ ବାର ଆସୋସିଏସନ ଓ ନିଷ୍ଠା ପରିବାର ମିଳିତ ଆନୁକୁଲ୍ୟରେ ବାର ର ଲାଇବ୍ରେରୀ ହଲ ରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର ରେ ବରେଣ୍ୟ ଅତିଥି ଭାବରେ ବରଗଡ଼ ଉପ ଜିଲ୍ଲାପାଳ ଶ୍ରୀ ପ୍ରସନ୍ନ ପାଣ୍ଡେ ବାର ସଭାପତି ଭୀଷ୍ମଦେବ ସରାଫ, ସାଧାରଣ ସମ୍ପାଦକ ହରିହର ପ୍ରଧାନ ଯୋଗ ଦେଇ ଫିତା କାଟି ଆନୁଷ୍ଠାନିକ ଭାବରେ ଶୁଭାରମ୍ଭ କରିଥିଲେ। ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୧୩ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଏହି ଶିବିର କୁ ନିଷ୍ଠା ପରିବାର ର ସଦସ୍ୟ ସଦସ୍ୟା ଓ ଜିଲ୍ଲା ଓକିଲ ସଂଘ ର କର୍ମକର୍ତ୍ତା ମାନେ ସୁପରିଚାଳନା କରିଥିଲେ। ସମସ୍ତ ରକ୍ତ ଦାତା ସହଯୋଗୀ ଓ ଶୁଭେଚ୍ଛୁ ମାନଙ୍କୁ ନିଷ୍ଠା ପରିବାର ତରଫ ରୁ ବହୁତ ବହୁତ ଧନ୍ୟବାଦ।

4
600 views

Comment