logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ଆନନ୍ଦପୁରରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ

ଆନନ୍ଦପୁର: ଆନନ୍ଦପୁର ଉପଖଣ୍ଡ ପଥରପଦା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମାଧବୀଲତା ଜେନାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଛି। ବିଦ୍ୟାଳୟ ପରିସରରେ ପୁରାତନ ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟ କମିଟି ସହଯୋଗରେ ଏହି ସମ୍ବର୍ଦ୍ଧନା ସଭା ହୋଇଥିଲା, ଯେଉଁଥିରେ ବାମ୍ପିଡି ୟୁପି ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାକାନ୍ତ ଜେନା ସଭାପତିତ୍ୱ କରିଥିଲେ। ଘସିପୁର ବିଧାୟକ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଇଓ ଶରତ କୁମାର ରାଉତ, ମଦନପୁର ସରପଞ୍ଚ ହିମାଂଶୁ ଭୁଷଣ ଜେନା ଓ ଅନ୍ୟାନ୍ୟ ଅତିଥିମାନେ ଅଂଶଗ୍ରହଣ କରିଥିଲେ।

19
1149 views

Comment